Exodus 12:44 — Compare Translations
5 translations compared side by side
Odia - 1840
"କିନ୍ତୁ ପ୍ରେତ୍ୟକକ ଲୋକର ଦାସ ୟିଏ କିଣା ହାଇେଛି ସେ ଖାଇ ପାରିବ ଯଦି ସେ ସୁନ୍ନତ ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ରୌପ୍ୟ ଦ୍ଵାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରତ୍ୟେକ ଲୋକର ଦାସ ଯିଏ କିଣା ହୋଇଛି ସେ ଖାଇ ପାରିବ ଯଦି ସେ ସୁନ୍ନତ ହୋଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;