Exodus 12:48 — Compare Translations

5 translations compared side by side

Odia - 1840
"ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଚାହିଁବ ନିସ୍ତାର ପର୍ବ ରେ ଭାଗନବୋ ପାଇଁ ତବେେ ତାକୁ ସୁନ୍ନତ ହବୋକୁ ପଡିବ। ତା'ପରେ ସେ ଇଶ୍ରାୟେଲୀୟମାନଙ୍କ ସହିତ ସମାନ ହବେ। ଏହାପରେ ସେ ତୁମ୍ଭ ସହିତ ଭୋଜନ କରିପାରିବ। ଯଦି ଜଣେ ସୁନ୍ନତ ହାଇନେଥିବ ତବେେ ସେ ନିସ୍ତାରପର୍ବ ପାଳନ କରିପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯେବେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରୁ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଗ୍ଭହିଁବ ନିସ୍ତାରପର୍ବରେ ଭାଗନେବା ପାଇଁ ତେବେ ତାକୁ ସୁନ୍ନତ ହେବାକୁ ପଡ଼ିବ। ତା’ପରେ ସେ ଇସ୍ରାଏଲୀୟମାନଙ୍କ ସହିତ ସମାନ ହେବ। ଏହା ପରେ ସେ ତୁମ୍ଭ ସହିତ ଭୋଜନ କରି ପାରିବ। ଯଦି ଜଣେ ସୁନ୍ନତ ହୋଇ ନ ଥିବ ତେବେ ସେ ନିସ୍ତାରପର୍ବ ପାଳନ କରି ପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରେ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରୁ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।