Exodus 12:49 — Compare Translations

5 translations compared side by side

Odia - 1840
"ଏହି ନିଯମ ସମସ୍ତଙ୍କ ପାଇଁ ପ୍ରଜୁୟ୍ଯ, ଏହା କବଳେ ଅଣ ଇଶ୍ରାୟେଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହବେ। ଏହି ନିଯମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶ ରେ ବାସ କରୁଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ନିୟମ ସମସ୍ତଙ୍କ ପାଇଁ ପ୍ରଜୁଜ୍ୟ, ଏହା କେବଳ ଅଣଇସ୍ରାଏଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହେବ। ଏହି ନିୟମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶରେ ବାସ କରୁଥିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।”