Exodus 12:5 — Compare Translations

5 translations compared side by side

Odia - 1840
"ଯେଉଁ ମଷେ ଶାବକଟିକୁ ନବେ ତାହା ସଂପୂର୍ଣ୍ଣ ସ୍ବାସ୍ଥ୍ଯବାନ ଓ ଏହା ଏକ ବର୍ଷର ପୁରୁଷ ମଷେ ହବୋ ଆବଶ୍ଯକ। ଏହି ପଶୁଟି ଏକ ୟିବା ମଷେ କିମ୍ବା ଏକ ଛଳେି ଶାବକ ହବୋ ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ମେଷ ଶାବକଟିକୁ ନେବ ତାହା ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟବାନ ଓ ଏହା ଏକ ବର୍ଷର ପୁରୁଷ ମେଷ ହେବା ଆବଶ୍ୟକ। ଏହି ପଶୁଟି ଏକ ଯୁବାମେଷ କିମ୍ବା ଏକ ଛେଳି ଶାବକ ହେବା ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;