Exodus 12:50 — Compare Translations

5 translations compared side by side

Odia - 1840
"ତେଣୁ ସମସ୍ତ ଇଶ୍ରାୟେଲୀୟମାନେ ସଦାପ୍ରଭୁ ମାଶାଙ୍କେୁ ଦଇେଥିବା ଆଜ୍ଞାକୁ ସମସ୍ତେ ମାନିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସମସ୍ତ ଇସ୍ରାଏଲୀୟମାନେ ସଦାପ୍ରଭୁ ମୋଶାଙ୍କୁ ଦେଇଥିବା ଆଜ୍ଞାକୁ ମାନିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।