Exodus 12:51 — Compare Translations
5 translations compared side by side
Odia - 1840
"ତେଣୁ ଠିକ୍ ସହେିଦିନ, ସଦାପ୍ରଭୁ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ମିଶରରୁ ଆଗଇେ ନେଲେ। ସୈନ୍ଯ ଶ୍ ରଣେୀବଦ୍ଧ ଲୋକମାନେ ମିଶର ପରିତ୍ଯାଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟ-ଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଠିକ୍ ସେହି ଦିନ, ସଦାପ୍ରଭୁ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ମିଶରରୁ ଆଗେଇ ନେଲେ। ସୈନ୍ୟ ଶ୍ରେଣୀବଦ୍ଧ ଲୋକମାନେ ମିଶର ପରିତ୍ୟାଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।