Exodus 12:6 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କୁ ସହେି ମଷେ ଶାବକକୁ ମାସର ଚତୁର୍ଦ୍ଦଶ ଦିନୟାଏଁ ନଜର ରେ ରଖିବାକୁ ହବେ। ସହେିଦିନ ଇଶ୍ରାୟେଲର ସମସ୍ତ ଲୋକମାନେ ସୂର୍ୟ୍ଯାସ୍ତ ପରେ ସନ୍ଧ୍ଯା ପୂର୍ବରୁ ଏମାନଙ୍କୁ ହତ୍ଯା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଅନନ୍ତର ଇସ୍ରାଏଲ-ମଣ୍ତଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କୁ ସେହି ମେଷ ଶାବକକୁ ମାସର ଚତୁର୍ଦ୍ଦଶ ଦିନଯାଏ ନଜରରେ ରଖିବାକୁ ହେବ। ସେହି ଦିନ ଇସ୍ରାଏଲର ସମସ୍ତ ଲୋକମାନେ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ପୂର୍ବରୁ ଏମାନଙ୍କୁ ହତ୍ୟା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।