Exodus 12:7 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସହେି ପଶୁର ରକ୍ତ ନଇେ ତୁମ୍ଭେ ଯେଉଁ ଘ ରେ ମଷେ ଖାଉଥିବ, ସହେି ଫାଟକର ଦ୍ବାରବନ୍ଧର ଉପର ଓ ବାଜୁବନ୍ଧ ପାଖ ରେ ସହେି ରକ୍ତ ଲଗାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ଵାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେହି ପଶୁର ରକ୍ତ ନେଇ ତୁମ୍ଭେ ଯେଉଁ ଘରେ ମେଷ ଖାଉଥିବ, ସେହି ଗୃହର ଦ୍ୱାରବନ୍ଧ ଉପର ଓ ବାଜୁବନ୍ଧ ପାଖରେ ସେହି ରକ୍ତ ଲଗାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।