Exodus 12:8 — Compare Translations
5 translations compared side by side
Odia - 1840
" ସହେି ରାତ୍ରି ରେ, ତୁମ୍ଭେ ତା'ର ମାଂସକୁ ଅଗ୍ନି ରେ ଦଗ୍ଧ କରି ତାଡି ଶୂନ୍ଯ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ରାତ୍ରିରେ, ତୁମ୍ଭେ ତା’ର ମାଂସକୁ ଅଗ୍ନିରେ ଦଗ୍ଧ କରି ତାଡ଼ି ଶୂନ୍ୟ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।