Exodus 12:9 — Compare Translations

5 translations compared side by side

Odia - 1840
"ତୁମ୍ଭେ ସହେି ମାଂସକୁ କଞ୍ଚା ଖାଇବା ନାହିଁକିମ୍ବା ପାଣି ରେ ସିଝାଇବ ନାହିଁ। ତୁମ୍ଭେ ସହେି ମଷେ ଶାବକକୁ ନିଆଁ ରେ ପୁରାପୁରି ପୋଡି଼ବା ଉଚିତ୍। ମଷେର ମୁଣ୍ତ, ଗୋଡ ଏବଂ ଭିତ ରେ ସମସ୍ତ ଅଂଶ ରହିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସେହି ମାଂସ ଅପକ୍ଵ କିମ୍ଵା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ତ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ମାଂସକୁ କଞ୍ଚା ଖାଇବ ନାହିଁ କିମ୍ବା ପାଣିରେ ସିଝାଇବ ନାହିଁ। ତୁମ୍ଭେ ସେହି ମେଷ ଶାବକକୁ ନିଆଁରେ ପୁରାପୁରି ପୋଡ଼ିବା ଉଚିତ୍। ମେଷର ମୁଣ୍ତ, ଗୋଡ଼ ଏବଂ ଭିତରର ସମସ୍ତ ଅଂଶ ରହିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।