Exodus 13:10 — Compare Translations

5 translations compared side by side

Odia - 1840
"ତେଣୁ ଏହି ସ୍ମରଣୀଯ ଦିବସଟିକୁ ବିଧି ଅନୁସାରେ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସମୟାନୁସାରେ ତୁମ୍ଭେ ପ୍ରତି ବର୍ଷ ଏହି ବିଧି ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏହି ସ୍ମରଣୀୟ ଦିବସଟିକୁ ବିଧି ଅନୁସାରେ ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସମୟାନୁସାରେ ତୁମ୍ଭେ ପ୍ରତି ବର୍ଷ ଏହି ବିଧି ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସମୟାନୁସାରେ ତୁମ୍ଭେ ପ୍ରତି ବର୍ଷ ଏହି ବିଧି ପାଳନ କରିବ।