Exodus 13:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ପ୍ରତିଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ସହେି ଦେଶକୁ ନଇେଯିବେ, ଯେ ହତେୁ ସେ ପ୍ରତିଜ୍ଞା କରିଛନ୍ତି। ବର୍ତ୍ତମାନ ସଠାେରେ କିଣାନୀଯମାନେ ବାସ କରୁଛନ୍ତି। କିନ୍ତୁ ପରମେଶ୍ବର ତୁମ୍ଭମାନଙ୍କର ପୂର୍ବପୁରୁଷଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ସେ ତୁମ୍ଭମାନଙ୍କୁ ସହେି ଦେଶ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ,
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତାଙ୍କର ପ୍ରତିଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ସେହି ଦେଶକୁ ନେଇଯିବେ, ଯେହେତୁ ସେ ପ୍ରତିଜ୍ଞା କରିଛନ୍ତି। ବର୍ତ୍ତମାନ ସେଠାରେ କିଣାନୀୟମାନେ ବାସ କରୁଛନ୍ତି। କିନ୍ତୁ ପରମେଶ୍ୱର ତୁମ୍ଭମାନଙ୍କର ପୂର୍ବପୁରୁଷଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ସେ ତୁମ୍ଭମାନଙ୍କୁ ସେହି ଦେଶ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ;