Exodus 13:12 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଶ୍ଚଯ ତୁମ୍ଭର ପ୍ରଥମଜାତ ପୁତ୍ରକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ତୁମ୍ଭମାନେେ ତୁମ୍ଭମାନଙ୍କର ଗୋରୁଗାଈମାନଙ୍କ ପ୍ରଥମଜାତ ପୁଂପଶୁ ସଦାପ୍ରଭୁଙ୍କୁ ଦବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଶ୍ଚୟ ତୁମ୍ଭର ପ୍ରଥମଜାତ ପୁତ୍ରକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ତୁମ୍ଭେମାନେ ତୁମ୍ଭମାନଙ୍କର ଗୋରୁଗାଈମାନଙ୍କ ପ୍ରଥମଜାତ ପୁଂପଶୁ ସଦାପ୍ରଭୁଙ୍କୁ ଦେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।