Exodus 13:13 — Compare Translations

5 translations compared side by side

Odia - 1840
"ତୁମ୍ଭେ ମଷେଶାବକ ଦଇେ ପ୍ରେତ୍ୟକକ ପ୍ରଥମଜାତ ଗଧକୁ ମୁକ୍ତ କରିପାରିବ। ଯଦି ତୁମ୍ଭେ ମୁକ୍ତ ନ କର, ତବେେ ତୁମ୍ଭେ ତା'ର ବକେକୁ ଭାଙ୍ଗି ଦବୋ ଉଚିତ୍। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ ହବେ। କିନ୍ତୁ ତୁମ୍ଭକୁ ତୁମ୍ଭର ପ୍ରଥମ ସନ୍ତାନ ପୁତ୍ରମାନଙ୍କୁ ମୁକ୍ତ କରିବାକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯେବେ ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗଧକୁ ମୁକ୍ତ କରି ପାରିବ। ଯଦି ତୁମ୍ଭେ ମୁକ୍ତ ନ କର, ତେବେ ତୁମ୍ଭେ ତା’ର ବେକକୁ ଭାଙ୍ଗି ଦେବା ଉଚିତ୍। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ହେବ। କିନ୍ତୁ ତୁମ୍ଭକୁ ତୁମ୍ଭର ପ୍ରଥମ ସନ୍ତାନ ପୁତ୍ରମାନଙ୍କୁ ମୁକ୍ତ କରିବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତା’ର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ।