Exodus 13:14 — Compare Translations
5 translations compared side by side
Odia - 1840
"ଭବିଷ୍ଯତ ରେ ତୁମ୍ଭମାନଙ୍କର ସନ୍ତାନମାନେ ପଚାରିବେ, ତୁମ୍ଭେ କାହିଁକି ଏପରି କରୁଛ? ଏବଂ ସମାନେେ ପଚାରିବେ, 'ଏସବୁର ଅର୍ଥ କ'ଣ? ଏବଂ ତୁମ୍ଭର ଉତ୍ତର ହବେ, 'ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳ ରେ ମିଶରଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି। ଆମ୍ଭମାନେେ ସଠାେରେ ଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ସଠାରୁେ ବାହାର କରି ଏଠାକୁ ନଇେ ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯେବେ ପଚାରିବ, ଏହା କଅଣ? ତେବେ ତୁମ୍ଭେ କହିବ, ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ଵାରା ଦାସଗୃହ ସ୍ଵରୂପ ମିସରଠାରୁ ବାହାର କଲେ,
Odia Bible ERV 2004 (ପବିତ୍ର ବାଇବଲ)
“ଭବିଷ୍ୟତରେ ତୁମ୍ଭମାନଙ୍କର ସନ୍ତାନମାନେ ପଗ୍ଭରିବେ, ତୁମ୍ଭେ କାହିଁକି ଏପରି କରୁଛ? ଏବଂ ସେମାନେ ପଗ୍ଭରିବେ, ‘ଏସବୁର ଅର୍ଥ କ’ଣ? ଏବଂ ତୁମ୍ଭର ଉତ୍ତର ହେବ, ‘ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳରେ ମିଶରଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି। ଆମ୍ଭେମାନେ ସେଠାରେ ଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ସେଠାରୁ ବାହାର କରି ଏଠାକୁ ନେଇ ଆସିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ଏହା କଅଣ? ତେବେ ତୁମ୍ଭେ କହିବ, ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,