Exodus 13:15 — Compare Translations
5 translations compared side by side
Odia - 1840
"ମିଶର ରେ, ଫାରୋ ଥିଲେ ଅତି କଠାେର ମନା। ସେ ଆମ୍ଭକୁ ୟିବାକୁ ଦେଉନଥିଲେ, ତେଣୁ ସଠାେରେ ସଦାପ୍ରଭୁ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ, ପ୍ରଥମଜାତ ପଶୁମାନଙ୍କୁ ହତ୍ଯା କରିଥିଲେ। ସହେି କାରଣରୁ ଆମ୍ଭମାନେେ ପଶୁମାନଙ୍କର ପ୍ରଥମଜାତ ଅଣ୍ଡିରା ପଶୁ ଉତ୍ସର୍ଗ କରୁ କିନ୍ତୁ ଆମ୍ଭମାନଙ୍କ ପ୍ରଥମଜାତ ପୁତ୍ରମାନଙ୍କୁ ତାଙ୍କ ନିକଟରୁ କିଣି ଫରୋଇ ଆଣୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଫାରୋ ଆମ୍ଭମାନଙ୍କୁ ଛାଡ଼ିଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ଵାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରରେ, ଫାରୋ ଥିଲେ ଅତି କଠୋର ମନା। ସେ ଆମ୍ଭକୁ ଯିବାକୁ ଦେଉ ନ ଥିଲେ, ତେଣୁ ସେଠାରେ ସଦାପ୍ରଭୁ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ, ପ୍ରଥମଜାତ ପଶୁମାନଙ୍କୁ ହତ୍ୟା କରିଥିଲେ। ସେହି କାରଣରୁ ଆମ୍ଭେମାନେ ପଶୁମାନଙ୍କର ପ୍ରଥମଜାତ ଅଣ୍ଡିରା ପଶୁ ଉତ୍ସର୍ଗ କରୁ କିନ୍ତୁ ଆମ୍ଭମାନଙ୍କ ପ୍ରଥମଜାତ ପୁତ୍ରମାନଙ୍କୁ ତାଙ୍କ ନିକଟରୁ କିଣି ଫେରାଇ ଆଣୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।’
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।