Exodus 13:16 — Compare Translations
5 translations compared side by side
Odia - 1840
"ଏହା ଚିହ୍ନ ସ୍ବରୂପେ ତୁମ୍ଭ ହସ୍ତ ରେ ଓ ଭୂଷଣ ସ୍ବରୂପେ ତୁମ୍ଭ ଚକ୍ଷୁ ଦ୍ବଯର ମଧ୍ଯସ୍ଥାନ ରେ ରହିବ। ଯେ ହତେୁ ସଦାପ୍ରଭୁ ବାହୁବଳ ରେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଚିହ୍ନ ସ୍ଵରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ଵରୂପେ ତୁମ୍ଭ ଚକ୍ଷୁଦ୍ଵୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁବାହାର କରି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ। ଯେହେତୁ ସଦାପ୍ରଭୁ ବାହୁବଳରେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।”
Odia IRV 2017 (ଓଡିଆ ବାଇବେଲ)
ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।”