Exodus 13:17 — Compare Translations

5 translations compared side by side

Odia - 1840
"ଏବଂ ତା'ପରେ ଯେତବେେଳେ ଫାରୋ ମାରେ ଲୋକମାନଙ୍କୁ ମିଶର ଛାଡିବାକୁ ଦେଲେ, ଯଦିଓ ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ୟିବା ପାଇଁ ନିକଟ ବାଟ ଥିଲା, ସଦାପ୍ରଭୁ, ସେ ପଥରେ ନେଲେ ନାହିଁ। ସଦାପ୍ରଭୁ କହିଲେ, ଯଦି ଲୋକମାନେ ଏ ବାଟରେ ୟାଆନ୍ତି। ସମାନଙ୍କେୁ ହୁଏତ ୟୁଦ୍ଧ କରିବାକୁ ପଡିପା ରେ। ତବେେ ହୁଏତ ସମାନେେ ତାଙ୍କର ମତ ପରିବର୍ତ୍ତନ କରି ପାରନ୍ତି ଓ ମିଶରକୁ ଫରେିୟାଇ ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଫାରୋ ଲୋକମାନଙ୍କୁ ଛାଡ଼ି ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ଵର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ଵର କହିଲେ, ଯୁଦ୍ଧ ଦେଖିଲେ ପଛେ ଲୋକମାନେ ଅନୁତାପ କରି ମିସରକୁ ଫେରିଯାଆନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରରୁ ବାହାରକୁ ଯାତ୍ରା ଯେତେବେଳେ ଫାରୋ ଲୋକମାନଙ୍କୁ ମିଶର ଛାଡ଼ିବାକୁ ଦେଲେ, ଯଦିଓ ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବା ପାଇଁ ନିକଟ ବାଟ ଥିଲା, ସଦାପ୍ରଭୁ, ସେ ପଥରେ ନେଲେ ନାହିଁ। ସଦାପ୍ରଭୁ କହିଲେ, “ଯଦି ଲୋକମାନେ ଏ ବାଟରେ ଯାଆନ୍ତି। ସେମାନଙ୍କୁ ହୁଏତ ଯୁଦ୍ଧ କରିବାକୁ ପଡ଼ିପାରେ। ତେବେ ହୁଏତ ସେମାନେ ତାଙ୍କର ମତି ପରିବର୍ତ୍ତନ କରି ପାରନ୍ତି ଓ ମିଶରକୁ ଫେରିଯାଇ ପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଫାରୋ ଲୋକମାନଙ୍କୁ ଯିବାକୁ ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ୱର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ୱର କହିଲେ, “ଯେବେ ଲୋକମାନେ ଯୁଦ୍ଧ ଦେଖନ୍ତି ସେମାନେ ଆପଣା ଆପଣାର ମନକୁ ବଦଳାଇ ମିସରକୁ ଫେରିଯାଇ ପାରନ୍ତି।”
Odia IRV 2017 (ଓଡିଆ ବାଇବେଲ)