Exodus 13:18 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ସମାନଙ୍କେୁ ଅନ୍ୟ ଏକ ପଥରେ ଆଗଇେ ନେଲେ। ସେ ସମାନଙ୍କେୁ ସୂପ ସମୁଦ୍ର ପ୍ରାନ୍ତର ମଧ୍ଯ ଦଇେ ଆଣିଲେ। ସମାନେେ ମିଶର ଛାଡିବା ସମୟରେ ଇଶ୍ରାୟେଲୀୟମାନେ ୟୁଦ୍ଧ ପାଇଁ ପୋଷାକ ପରିଧାନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପରମେଶ୍ଵର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ସେମାନଙ୍କୁ ଅନ୍ୟ ଏକ ପଥରେ ଆଗେଇ ନେଲେ। ସେ ସେମାନଙ୍କୁ ସୂଫସାଗର ପ୍ରାନ୍ତର ମଧ୍ୟଦେଇ ଆଣିଲେ। ସେମାନେ ମିଶର ଛାଡ଼ିବା ସମୟରେ ଇସ୍ରାଏଲୀୟମାନେ ଯୁଦ୍ଧ ପାଇଁ ପୋଷାକ ପରିଧାନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।