Exodus 13:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ସନ୍ତାନମାନଙ୍କ ମଧିଅରେ ମନୁଷ୍ଯ ହେଉ କି ପଶୁ ହେଉ, ଯେ କହେି ପ୍ରଥମେ ଜାତ ହବେ, ସହେି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ଯ ରେ ପ୍ରଦାନ କର, ତାହା ଆମ୍ଭର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେ କେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହେବ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରଦାନ କର, ତାହା ଆମ୍ଭର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”
Odia IRV 2017 (ଓଡିଆ ବାଇବେଲ)
“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”