Exodus 13:20 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ସୁକ୍କୋତଠାରୁ ଛାଡ଼ି ଏଥମ ରେ ଛାଉଣୀ ସ୍ଥାପନ କଲେ। ଏଥମ ମରୁଭୂମି ନିକଟବର୍ତ୍ତୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ସୁକ୍କୋତଠାରୁଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମ୍ରେ ଛାଉଣି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଆଗେଇ ନେଲେ ଇସ୍ରାଏଲର ଲୋକମାନେ ସୁକ୍କୋତଠାରୁ ଛାଡ଼ି ଏଥମରେ ଛାଉଣି ସ୍ଥାପନ କଲେ। ଏଥମ ମରୁଭୂମି ନିକଟବର୍ତ୍ତୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ସୁକ୍କୋତଠାରୁ ଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମରେ ଛାଉଣି କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ସୁକ୍କୋତଠାରୁ ଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମରେ ଛାଉଣି କଲେ।