Exodus 13:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମାନଙ୍କେୁ ଆଗକୁ ପଥ କଢାଇ ନେଲେ, ଦିନ ବେଳେ ସଦାପ୍ରଭୁ ସମାନଙ୍କେୁ ମେଘସ୍ତମ୍ଭ ଦ୍ବାରା ରାସ୍ତା ଦଖାଇେଲେ ଏବଂ ରାତି ରେ ସେ ସମାନଙ୍କେୁ ଅଗ୍ନିସ୍ତମ୍ଭ ସାହାୟ୍ଯ ରେ ଆଗଇେ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ବିଜେ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେମାନଙ୍କୁ ଆଗକୁ ପଥ କଢ଼ାଇ ନେଲେ, ଦିନବେଳେ ସଦାପ୍ରଭୁ ସେମାନଙ୍କୁ ମେଘସ୍ତମ୍ଭ ଦ୍ୱାରା ରାସ୍ତା ଦେଖାଇଲେ ଏବଂ ରାତିରେ ସେ ସେମାନଙ୍କୁ ଅଗ୍ନିସ୍ତମ୍ଭ ସାହାଯ୍ୟରେ ଆଗେଇ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରି ପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘ ସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;