Exodus 13:22 — Compare Translations
5 translations compared side by side
Odia - 1840
"ଦିନ ସମୟରେ ସମାନଙ୍କେୁ ଘନ ବାଦଲ ଏ ରାତ୍ର ସମୟରେ ଆଲୋକ ସ୍ତମ୍ଭ ସମାନଙ୍କେ ସହିତ ସର୍ବଦା ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦିନ ସମୟରେ ସେମାନଙ୍କୁ ଘନ ବାଦଲ ଓ ରାତ୍ର ସମୟରେ ଆଲୋକ ସ୍ତମ୍ଭ ସେମାନଙ୍କ ସହିତ ସର୍ବଦା ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ।