Exodus 13:5 — Compare Translations
5 translations compared side by side
Odia - 1840
"ଆଉ ଯେତବେେଳେ କିଣାନୀଯ, ହିତ୍ତୀଯ, ଇ ମାରେୀଯ, ହିଦ୍ଦୀଯ ଓ ୟିବୂଷୀଯ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦବୋକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖ ରେ ପ୍ରତିଜ୍ଞା କରିଥିଲେ, ସହେି ଦେଶକୁ ସେ ତୁମ୍ଭମାନଙ୍କୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କିଣାନୀୟ ଓ ହିତ୍ତୀୟ ଓ ଇମୋରୀୟ ଓ ହବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ କତିରେ ଶପଥ କରିଥିଲେ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ, ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେତେବେଳେ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖରେ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେ ତୁମ୍ଭମାନଙ୍କୁ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ।
Odia IRV 2017 (ଓଡିଆ ବାଇବେଲ)