Exodus 13:6 — Compare Translations
5 translations compared side by side
Odia - 1840
"ସାତଦିନ ୟାଏ ତାଡୀଶୂନ୍ଯ ରୋଟୀ ଖାଇବ। ଏବଂ ସପ୍ତମଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତାଙ୍କର ସମ୍ମାନାର୍ଥେ ଏକ ବଡ ଭୋଜିର ଆଯୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସାତ ଦିନ ଯାଏ ତାଡ଼ିଶୂନ୍ୟ ରୋଟୀ ଖାଇବ। ଏବଂ ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ସମ୍ମାନାର୍ଥେ ଏକ ବଡ଼ ଭୋଜିର ଆୟୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।
Odia IRV 2017 (ଓଡିଆ ବାଇବେଲ)
ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।