Exodus 13:7 — Compare Translations
5 translations compared side by side
Odia - 1840
"ତେଣୁ ସାତଦିନ ପାଇଁ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଖାଇବ। ଏବଂ ତୁମ୍ଭ ଦେଶ ରେ କୌଣସିଠା ରେ ତାଡୀ ମିଶ୍ରୀତ ରୋଟୀ ଯେପରି କହେି ନଖାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୋଟୀ ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସାତ ଦିନ ପାଇଁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଖାଇବ। ଏବଂ ତୁମ୍ଭ ଦେଶରେ କୌଣସିଠାରେ ତାଡ଼ି ମିଶ୍ରିତ ରୋଟୀ ଯେପରି କେହି ନ ଖା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ।