Exodus 13:8 — Compare Translations

5 translations compared side by side

Odia - 1840
"ସହେିଦିନ ତୁମ୍ଭେ ପିଲାମାନଙ୍କୁ ନିଶ୍ଚଯ କହିବ, 'ଆମ୍ଭେ ଏହି ଭୋଜିର ଆଯୋଜନ କରିଛୁ ଯେ ହତେୁ ସଦାପ୍ରଭଛୁ ଆମ୍ଭକୁ ମିଶରରୁ ଏହିଦିନ ମୁକ୍ତ କରିଥିଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ ଜଣାଇବ, ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେ ଯେ କର୍ମ କରିଥିଲେ, ସେସବୁର ସ୍ମରଣ ନିମନ୍ତେ ଏହା ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ତୁମ୍ଭେ ପିଲାମାନଙ୍କୁ ନିଶ୍ଚୟ କହିବ, ‘ଆମ୍ଭେ ଏହି ଭୋଜିର ଆୟୋଜନ କରିଛୁ ଯେହେତୁ ସଦାପ୍ରଭୁ ଆମ୍ଭକୁ ମିଶରରୁ ଏହି ଦିନ ମୁକ୍ତ କରିଥିଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।