Exodus 13:9 — Compare Translations

5 translations compared side by side

Odia - 1840
"ଏହି ପବିତ୍ର ଦିନଟିକୁ ତୁମ୍ଭମାନେେ ମନେ ରଖିବ। ଏହା ଯେପରି ତୁମ୍ଭମାନଙ୍କ ପାଇଁ, ସଦାପ୍ରଭୁଙ୍କ ବ୍ଯବସ୍ଥା ଯେପରି ତୁମ୍ଭ ମୁଖ ରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ବରୂପ ତୁମ୍ଭ ହସ୍ତ ରେ ଓ ସ୍ମରଣର ଉପାଯ ସ୍ବରୂପ ତୁମ୍ଭ ଚକ୍ଷୁ ଦ୍ବଯର ମଧ୍ଯସ୍ଥାନ ରେ ରହିବ। ଯେ ହତେୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତଦ୍ବାରା ମିଶରଠାରୁ ତୁମ୍ଭକୁ ବାହାର କରି ଆଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ଵରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ଵରୂପ ତୁମ୍ଭ ଚକ୍ଷୁଦ୍ଵୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରା; ହସ୍ତ ଦ୍ଵାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ପବିତ୍ର ଦିନଟିକୁ ତୁମ୍ଭେମାନେ ମନେ ରଖିବ। ଏହା ଯେପରି ତୁମ୍ଭମାନଙ୍କ ପାଇଁ, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ। ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତଦ୍ୱାରା ମିଶରଠାରୁ ତୁମ୍ଭକୁ ବାହାର କରି ଆଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)