Exodus 14:10 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ଦେଖିଲେ,ଫାରୋ ଏବଂ ତାଙ୍କର ସୈନ୍ଯମାନେ ସମାନଙ୍କେ ଆଡକୁ ଆସୁଛନ୍ତି। ସମାନେେ ତାଙ୍କୁ ଦେଖି ଅତ୍ଯନ୍ତ ଭୟଭିତ ହାଇଗେଲେ। ସମାନେେ ସଦାପ୍ରଭୁଙ୍କୁ ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସ୍ରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି ଇସ୍ରାଏଲ-ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ଦେଖିଲେ, ଫାରୋ ଏବଂ ତାଙ୍କର ସୈନ୍ୟମାନେ ସେମାନଙ୍କ ଆଡ଼କୁ ଆସୁଛନ୍ତି। ସେମାନେ ତାଙ୍କୁ ଦେଖି ଅତ୍ୟନ୍ତ ଭୟଭୀତ ହୋଇଗଲେ। ସେମାନେ ସଦାପ୍ରଭୁଙ୍କୁ ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସ୍ରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।