Exodus 14:11 — Compare Translations

5 translations compared side by side

Odia - 1840
"ସମାନେେ ମାଶାଙ୍କେୁ କହିଲେ, କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ? ଆମ୍ଭକୁ ଏହି ମରୁଭୂମିକୁ କ'ଣ ମରିବାକୁ ଆଣିଲ? ଆମ୍ଭମାନେେ ମିଶର ରେ ଶାନ୍ତି ରେ ମରିପାରିଥାନ୍ତୁ। ଯେ ହତେୁ ମିଶର ରେ ବହୁ ପରିମାଣର କବର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶାଙ୍କୁ କହିଲେ, ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋଶାଙ୍କୁ କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ? ଆମ୍ଭକୁ ଏହି ମରୁଭୂମିକୁ କ’ଣ ମରିବାକୁ ଆଣିଲ? ଆମ୍ଭେମାନେ ମିଶରରେ ଶାନ୍ତିରେ ମରି ପାରିଥା’ନ୍ତୁ। ଯେହେତୁ ମିଶରରେ ବହୁ ପରିମାଣର କବର ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?