Exodus 14:12 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ କ'ଣ ମିଶର ରେ କହିନଥିଲୁ ଏହିପରି ଘଟିବ ବୋଲି? ମିଶର ରେ ଆମ୍ଭମାନେେ ତୁମ୍ଭକୁ କହିଲୁ, 'ଆମ୍ଭକୁ ବିବ୍ରତ କରନାହିଁ। ଆମ୍ଭକୁ ଏହିଠା ରେ ରହି ମିଶରୀଯମାନଙ୍କର ଦାସ ହବୋକୁ ଦିଅ।' ମରୁଭୂମିରେ ମୃତ୍ଯୁବରଣ କରିବା ଅପେକ୍ଷା ମିଶରବାସୀଙ୍କର ଦାସକର୍ମ କରିବା ଭଲ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କୁ ରହିବାକୁ ଦିଅ, ଆମ୍ଭେମାନେ ମିସ୍ରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସ୍ରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ କ’ଣ ମିଶରରେ କହି ନ ଥିଲୁ ଏହିପରି ଘଟିବ ବୋଲି? ମିଶରରେ ଆମ୍ଭେମାନେ ତୁମ୍ଭକୁ କହିଲୁ, ‘ଆମ୍ଭକୁ ବିବ୍ରତ କର ନାହିଁ। ଆମ୍ଭକୁ ଏହିଠାରେ ରହି ମିଶରୀୟମାନଙ୍କର ଦାସ ହେବାକୁ ଦିଅ।’ ମରୁଭୂମିରେ ମୃତ୍ୟୁବରଣ କରିବା ଅପେକ୍ଷା ମିଶରବାସୀଙ୍କର ଦାସକର୍ମ କରିବା ଭଲ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କୁ ରହିବାକୁ ଦିଅ, ଆମ୍ଭେମାନେ ମିସ୍ରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସ୍ରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?”