Exodus 14:13 — Compare Translations

5 translations compared side by side

Odia - 1840
"କିନ୍ତୁ ମାଶାେ ସମାନଙ୍କେୁ କହିଲେ, ଭୟ କର ନାହିଁ। ଦୌଡି ପଳାଇବାର ଆବଶ୍ଯକ ନାହିଁ। ଏହିଠା ରେ ଧିରସ୍ଥିର ହାଇେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭମାନେେ ମିଶରବାସୀମାନଙ୍କୁ ଆଉ ପୁନ୍ନରାଯ ଦେଖିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନ; କାଳଯାଏ ଆଉ କେବେ ଦେଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋଶା ସେମାନଙ୍କୁ କହିଲେ, “ଭୟ କର ନାହିଁ। ଦୌଡ଼ି ପଳାଇବାର ଆବଶ୍ୟକ ନାହିଁ। ଏହିଠାରେ ଧିରସ୍ଥିର ହୋଇ ଛିଡ଼ା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭେମାନେ ମିଶରବାସୀମାନଙ୍କୁ ଆଉ ପୁନରାୟ ଦେଖିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତ କାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।”