Exodus 14:15 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭମାନେେ କାହିଁକି ମାେ ପାଖ ରେ କ୍ରନ୍ଦନ କରୁଛ? ଇଶ୍ରାୟେଲୀୟମାନଙ୍କୁ କୁହ ସମାନେେ ଆଗକୁ ମାଡି ଚାଲନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣକୁ କୁହ, ସେମାନେ ଅଗ୍ରସର ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ମୋ’ ପାଖରେ କ୍ରନ୍ଦନ କରୁଛ? ଇସ୍ରାଏଲୀୟମାନଙ୍କୁ କୁହ ସେମାନେ ଆଗକୁ ମାଡ଼ି ଗ୍ଭଲନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।