Exodus 14:16 — Compare Translations
5 translations compared side by side
Odia - 1840
"ତୁମ୍ଭର ଆଶାବାଡିକୁ ସୂଫ ସମୁଦ୍ର ଉପରେ ବୁଲାଅ, ତାହା ବିଭକ୍ତ ହବେ, ଯାହା ଫଳ ରେ ଇଶ୍ରାୟେଲର ଲୋକମାନେ ସମୁଦ୍ର ମଧିଅରେ ଶୁଖିଲା ପଥରେ ୟାଇ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଆଶାବାଡ଼ିକୁ ସୂଫସାଗର ଉପରେ ବୁଲାଅ, ତାହା ବିଭକ୍ତ ହେବ, ଯାହା ଫଳରେ ଇସ୍ରାଏଲର ଲୋକମାନେ ସମୁଦ୍ର ମଧ୍ୟରେ ଶୁଖିଲା ପଥରେ ଯାଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।