Exodus 14:17 — Compare Translations

5 translations compared side by side

Odia - 1840
"ମୁଁ ମିଶରୀଯମାନଙ୍କୁ ଜିଦ୍ଖୋର କରିବି, ଯେଉଁଥି ରେ ସମାନେେ ତୁମ୍ଭମାନଙ୍କ ପଛ ରେ ଗୋଡାଇବେ। ମୁଁ ତୁମ୍ଭକୁ ଦଖାଇବେି, କିପରି ମୁଁ ଫାରୋ, ତାଙ୍କର ଅଶ୍ବାରୋହୀ ସୈନ୍ଯ, ରଥା ରୋହୀ ସୈନ୍ଯମାନଙ୍କଠାରୁ ଶକ୍ତିଶାଳୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ ଓ ରଥ ଓ ଅଶ୍ଵାରୂଢ଼ ଲୋକମାନଙ୍କ ଦ୍ଵାରା ସମ୍ଭ୍ରମ ପ୍ରାପ୍ତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମିଶରୀୟମାନଙ୍କୁ କଠିନ କରିବି, ଯେଉଁଥିରେ ସେମାନେ ତୁମ୍ଭମାନଙ୍କ ପଛରେ ଗୋଡ଼ାଇବେ। ମୁଁ ତୁମ୍ଭକୁ ଦେଖାଇବି, କିପରି ମୁଁ ଫାରୋ, ତାଙ୍କର ଅଶ୍ୱାରୋହୀ ସୈନ୍ୟ, ରଥାରୋହୀ ସୈନ୍ୟମାନଙ୍କଠାରୁ ଶକ୍ତିଶାଳୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।