Exodus 14:18 — Compare Translations

5 translations compared side by side

Odia - 1840
"ଏହାପରେ ମିଶରବାସୀ ଜାଣିବେ ଯେ, ମୁଁ ହେଉଛି ସଦାପ୍ରଭୁ ପରମେଶ୍ବର। ସମାନେେ ମାେତେ ସମ୍ମାନ କରିବେ ଯେତବେେଳେ ମୁଁ ଫାରୋ ଏବଂ ତା'ର ରଥା ରୋହୀମାନଙ୍କୁ ଏବଂ ଅଶ୍ବାରୋହୀ ସୈନ୍ଯମାନଙ୍କୁ ପରାସ୍ତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଫାରୋ ଓ ତାହାର ରଥ ଓ ତାହାର ଅଶ୍ଵାରୂଢ଼ ଲୋକମାନଙ୍କ ଦ୍ଵାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମିଶରବାସୀ ଜାଣିବେ ଯେ, ମୁଁ ହେଉଛି ସଦାପ୍ରଭୁ ପରମେଶ୍ୱର। ସେମାନେ ମୋତେ ସମ୍ମାନ କରିବେ ଯେତେବେଳେ ମୁଁ ଫାରୋ ଏବଂ ତା’ର ରଥାରୋହୀମାନଙ୍କୁ ଏବଂ ଅଶ୍ୱାରୋହୀ ସୈନ୍ୟମାନଙ୍କୁ ପରାସ୍ତ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।”