Exodus 14:19 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁଙ୍କର ଦୂତ ୟିଏକି ଇଶ୍ରାୟେଲୀୟ ସୈନ୍ଯମାନଙ୍କ ଆଗ ରେ ଥିଲେ, ସମାନଙ୍କେ ପଛକୁ ଗଲେ। ତେଣୁ ଘନମେଘ ସହେି ଲୋକମାନଙ୍କ ସମ୍ମୁଖ ରେ ଗତିକରି ପଛ ପଟକୁ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ଵରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି ମେଘସ୍ତମ୍ଭ ସେମାନଙ୍କ ଅଗ୍ରତୁଁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମିଶରର ସୈନ୍ୟମାନଙ୍କୁ ପରାସ୍ତ କଲେ ଏହା ପରେ ସଦାପ୍ରଭୁଙ୍କର ଦୂତ ଯିଏକି ଇସ୍ରାଏଲୀୟ ସୈନ୍ୟମାନଙ୍କ ଆଗରେ ଥିଲେ, ସେମାନଙ୍କ ପଛକୁ ଗଲେ। ତେଣୁ ଘନମେଘ ସେହି ଲୋକମାନଙ୍କ ସମ୍ମୁଖରେ ଗତିକରି ପଛ ପଟକୁ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।