Exodus 14:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନଙ୍କୁ କୁହ, ସମାନେେ ପୀହହୀରୋତକୁ ଫରେି ୟାଆନ୍ତୁ ଏବଂ ସାମନା ରେ ଛାଉଣୀ ପକାନ୍ତୁ। ସମାନଙ୍କେୁ କୁହ, ସମାନେେ ମିଗ୍ଦୋଲ ଓ ସମୁଦ୍ର ମଧିଅରେ ଏବଂ ବାଲ୍ସଫୋନ୍ ଆଗ ରେ ଛାଉଣୀ ସ୍ଥାପନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲସଫୋନ ଆଗରେ, ଅର୍ଥାତ୍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ଲୋକମାନଙ୍କୁ କୁହ, ସେମାନେ ପୀହହୀରୋତକୁ ଫେରି ଯାଆନ୍ତୁ ଏବଂ ସାମନାରେ ଛାଉଣି ପକାନ୍ତୁ। ସେମାନଙ୍କୁ କୁହ, ସେମାନେ ମିଗ୍ଦୋଲ ଓ ସମୁଦ୍ର ମଧ୍ୟରେ ଏବଂ ବାଲ୍ସଫୋନ୍ ଆଗରେ ଛାଉଣି ସ୍ଥାପନ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।