Exodus 14:20 — Compare Translations

5 translations compared side by side

Odia - 1840
"ଏହି ପ୍ରକା ରେ ଘନମେଘ ଇଶ୍ରାୟେଲୀୟ ସୈନ୍ଯ ଓ ମିଶରୀଯ ସୈନ୍ଯମାନଙ୍କ ମଧିଅରେ ରହିଲା। ଇଶ୍ରାୟେଲୀୟ ଲୋକମାନଙ୍କ ସମ୍ମୁଖ ରେ ଆଲୋକବର୍ତ୍ତିକା ଓ ମିଶର ଲୋକମାନଙ୍କ ସମ୍ମୁଖ ରେ ଅନ୍ଧକାରଚ୍ଛନ୍ନ ହାଇେ ରହିଲା। ଯେଉଁଥି ପାଇଁ ସହେି ରାତ୍ର ରେ ମିଶରବାସୀ ଇଶ୍ରାୟେଲୀୟମାନଙ୍କ ପାଖକୁ ଆସି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ମେଘସ୍ତମ୍ଭ ମିସ୍ରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକି ଆଲୁଅମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରେ ଘନମେଘ ଇସ୍ରାଏଲୀୟ ସୈନ୍ୟ ଓ ମିଶରୀୟ ସୈନ୍ୟମାନଙ୍କ ମଧ୍ୟରେ ରହିଲା। ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରେ ଆଲୋକବର୍ତ୍ତିକା ଓ ମିଶର ଲୋକମାନଙ୍କ ସମ୍ମୁଖରେ ଅନ୍ଧକାରଚ୍ଛନ୍ନ ହୋଇ ରହିଲା। ଯେଉଁଥିପାଇଁ ସେହି ରାତ୍ରରେ ମିଶରବାସୀ ଇସ୍ରାଏଲୀୟମାନଙ୍କ ପାଖକୁ ଆସି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ମେଘସ୍ତମ୍ଭ ମିସ୍ରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।