Exodus 14:21 — Compare Translations
5 translations compared side by side
Odia - 1840
"ମାଶାେ ତାଙ୍କର ଆଶାବାଡି ସୂଫ ସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବଗେ ରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହାଇଗେଲା ଏବଂ ସମୁଦ୍ର ମଧ୍ଯ ଶୁଷ୍କ ଭୂମିରେ ପରିଣତ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ଵାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେଓ ଜଳ ଦୁଇ ଭାଗ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ତାଙ୍କର ଆଶାବାଡ଼ି ସୂଫସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବେଗରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହୋଇଗଲା ଏବଂ ସମୁଦ୍ର ମଧ୍ୟ ଶୁଷ୍କ ଭୂମିରେ ପରିଣତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।