Exodus 14:22 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନେ ଶୁଷ୍କ ଭୂମିରେ ସମୁଦ୍ର ମଧ୍ଯ ଦଇେ ଗଲେ। ସମୁଦ୍ରର ଜଳଭାଗ ଦୁଇଟି କାନ୍ଥ ପରି ସମାନଙ୍କେର ବାମପଟେ ଓ ଦକ୍ଷୀଣ ପଟେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ଶୁଷ୍କ ଭୂମିରେ ସମୁଦ୍ର ମଧ୍ୟଦେଇ ଗଲେ। ସମୁଦ୍ରର ଜଳଭାଗ ଦୁଇଟି କାନ୍ଥ ପରି ସେମାନଙ୍କର ବାମପଟେ ଓ ଦକ୍ଷିଣ ପଟେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।