Exodus 14:23 — Compare Translations

5 translations compared side by side

Odia - 1840
"ମିଶରୀଯମାନେ ସମାନଙ୍କେ ପଛ ରେ ଗୋଡ଼ାଇଲେ। ଏହାପରେ ଫାରୋଙ୍କର ସମସ୍ତ ଅଶ୍ବ ଓ ରଥ ସମାନଙ୍କେୁ ସମୁଦ୍ର ପର୍ୟ୍ଯନ୍ତ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମିସ୍ରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ଵ, ରଥ, ଓ ଅଶ୍ଵାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରୀୟମାନେ ସେମାନଙ୍କ ପଛରେ ଗୋଡ଼ାଇଲେ। ଏହା ପରେ ଫାରୋଙ୍କର ସମସ୍ତ ଅଶ୍ୱ ଓ ରଥ ସେମାନଙ୍କୁ ସମୁଦ୍ର ପର୍ଯ୍ୟନ୍ତ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମିସ୍ରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।