Exodus 14:24 — Compare Translations

5 translations compared side by side

Odia - 1840
"ପ୍ରଭାତ ରେ ସଦାପ୍ରଭୁ ମେଘସ୍ତମ୍ଭ ଓ ଆଲୋକ ସ୍ତମ୍ଭ ଦଇେ ମିଶ୍ରୀଯ ସୈନ୍ଯମାନଙ୍କୁ ଦେଖିଲେ ଏବଂ ସଦାପ୍ରଭୁ ମିଶରୀଯ ସୈନ୍ଯମାନଙ୍କୁ ଦ୍ବନ୍ଦ ରେ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସ୍ରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସ୍ରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭାତରେ ସଦାପ୍ରଭୁ ମେଘସ୍ତମ୍ଭ ଓ ଆଲୋକ ସ୍ତମ୍ଭ ଦେଇ ମିସ୍ରୀୟ ସୈନ୍ୟମାନଙ୍କୁ ଦେଖିଲେ ଏବଂ ସଦାପ୍ରଭୁ ମିଶରୀୟ ସୈନ୍ୟମାନଙ୍କୁ ଦ୍ୱନ୍ଦରେ ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସ୍ରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସ୍ରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।