Exodus 14:25 — Compare Translations
5 translations compared side by side
Odia - 1840
"ରଥର ଚକଗୁଡିକ ରଥରୁ ବାହାରିୟିବାରୁ, ସମାନଙ୍କେୁ ରଥଗୁଡିକ ଆଗଇେ ନବୋକୁ ବହୁତ କଷ୍ଟ ହେଲା। ମିଶରୀଯ ଲୋକମାନେ ଚିତ୍କାର କଲେ, ଚାଲ ଏଠାରୁ ପଳାଇ ୟିବା! ସଦାପ୍ରଭୁ ଇଶ୍ରାୟେଲୀୟ ଲୋକମାନଙ୍କ ପାଇଁ ଆମ୍ଭ ବିରୁଦ୍ଧ ରେ ୟୁଦ୍ଧ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସ୍ରୀୟ ଲୋକମାନେ କହିଲେ, ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସ୍ରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ରଥର ଚକଗୁଡ଼ିକ ରଥରୁ ବାହାରିଯିବାରୁ, ସେମାନଙ୍କୁ ରଥଗୁଡ଼ିକ ଆଗେଇ ନେବାକୁ ବହୁତ କଷ୍ଟ ହେଲା। ମିଶରୀୟ ଲୋକମାନେ ଚିତ୍କାର କଲେ, “ଗ୍ଭଲ ଏଠାରୁ ପଳାଇ ଯିବା! ସଦାପ୍ରଭୁ ଇସ୍ରାଏଲୀୟ ଲୋକମାନଙ୍କ ପାଇଁ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସ୍ରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସ୍ରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”