Exodus 14:26 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ସମୁଦ୍ର ଉପରେ ତୁମ୍ଭର ହସ୍ତ ବିସ୍ତାର କର। ଏଥି ରେ ସମୁଦ୍ର ଜଳ ମାଡିୟାଇ ମିଶରର ରଥା ରୋହୀ ଓ ଅଶ୍ବାରୋହୀମାନଙ୍କୁ ବୁଡାଇ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସ୍ରୀୟମାନଙ୍କ ଓ ସେମାନଙ୍କ ରଥ ଓ ଅଶ୍ଵାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସମୁଦ୍ର ଉପରେ ତୁମ୍ଭର ହସ୍ତ ବିସ୍ତାର କର। ଏଥିରେ ସମୁଦ୍ର ଜଳ ମାଡ଼ିଯାଇ ମିଶରର ରଥାରୋହୀ ଓ ଅଶ୍ୱାରୋହୀମାନଙ୍କୁ ବୁଡ଼ାଇ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସ୍ରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”