Exodus 14:27 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ତାଙ୍କର ହସ୍ତ ସମୁଦ୍ର ଉପରେ ବିସ୍ତାର କଲେ। ଏହାପରେ ଠିକ୍ ସୂର୍ େଯ୍ଯାଦଯ ପୂର୍ବରୁ ସମୁଦ୍ର ପୂର୍ବପରି ସମାନ ହାଇଗେଲା। ମିଶରୀଯମାନେ ଦୌଡି ପଳାଇବାକୁ ଚେଷ୍ଟା କରନ୍ତେ ସଦାପ୍ରଭୁ ସମାନଙ୍କେୁ ସମୁଦ୍ର ରେ ନିକ୍ଷପେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସ୍ରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ତାଙ୍କର ହସ୍ତ ସମୁଦ୍ର ଉପରେ ବିସ୍ତାର କଲେ। ଏହା ପରେ ଠିକ୍ ସୂର୍ଯ୍ୟୋଦୟ ପୂର୍ବରୁ ସମୁଦ୍ର ପୂର୍ବପରି ସମାନ ହୋଇଗଲା। ମିଶରୀୟମାନେ ଦୌଡ଼ି ପଳାଇବାକୁ ଚେଷ୍ଟା କରନ୍ତେ ସଦାପ୍ରଭୁ ସେମାନଙ୍କୁ ସମୁଦ୍ରରେ ନିକ୍ଷେପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସ୍ରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।