Exodus 14:28 — Compare Translations

5 translations compared side by side

Odia - 1840
"ସମୁଦ୍ର ତା'ର ପୂର୍ବ ଅବସ୍ଥାକୁ ଆସିବାରୁ ସମସ୍ତ ରଥଗୁଡିକ, ଅଶ୍ବାରୋହୀମାନଙ୍କୁ ଆଚ୍ଛାଦିତ କଲା। ଇଶ୍ରାୟେଲୀୟମାନଙ୍କ ପଛ ରେ ଗୋଡଉଥିବା ଫାରୋଙ୍କର ସମଗ୍ର ସୈନ୍ଯବାହୀନି ସମୁଦ୍ର ରେ ବୁଡିଗଲେ। କହେି ଜଣେ ହେଲବି ସୈନ୍ଯ ବଞ୍ଚିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ଵାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁ ସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେହେଁ ଅବଶିଷ୍ଟ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସମୁଦ୍ର ତା’ର ପୂର୍ବ ଅବସ୍ଥାକୁ ଆସିବାରୁ ସମସ୍ତ ରଥଗୁଡ଼ିକ, ଅଶ୍ୱାରୋହୀମାନଙ୍କୁ ଆଚ୍ଛାଦିତ କଲା। ଇସ୍ରାଏଲୀୟମାନଙ୍କ ପଛରେ ଗୋଡ଼ାଉଥିବା ଫାରୋଙ୍କର ସମଗ୍ର ସୈନ୍ୟବାହିନୀ ସମୁଦ୍ରରେ ବୁଡ଼ିଗଲେ। କେହି ଜଣେ ହେଲେବି ସୈନ୍ୟ ବଞ୍ଚିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁ ସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।