Exodus 14:29 — Compare Translations
5 translations compared side by side
Odia - 1840
"ମାତ୍ର ଇଶ୍ରାୟେଲର ଲୋକମାନେ ଶୁଷ୍କ ଭୂମିରେ ଗମନ କଲେ। ସମୁଦ୍ରର ଜଳ ସମାନଙ୍କେର ବାମ ଓ ଡାହାଣ ପାଶର୍ବ ରେ କାନ୍ଥପରି ଛିଡା ହାଇେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଇସ୍ରାଏଲର ଲୋକମାନେ ଶୁଷ୍କ ଭୂମିରେ ଗମନ କଲେ। ସମୁଦ୍ରର ଜଳ ସେମାନଙ୍କର ବାମ ଓ ଡାହାଣ ପାର୍ଶ୍ୱରେ କାନ୍ଥପରି ଛିଡ଼ା ହୋଇ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।