Exodus 14:3 — Compare Translations

5 translations compared side by side

Odia - 1840
"ତହିଁରେ ଫାରୋ ଭାବିବେ ଯେ, ଇଶ୍ରାୟେଲର ଲୋକମାନେ ମରୁଭୂମି ମଧିଅରେ ବାଟବଣା ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଫାରୋ ଭାବିବେ ଯେ, ଇସ୍ରାଏଲର ଲୋକମାନେ ମରୁଭୂମି ମଧ୍ୟରେ ବାଟବଣା ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୋ ଇସ୍ରାଏଲ ସନ୍ତାନଗଣ ବିଷୟରେ କହିବ, ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।