Exodus 14:30 — Compare Translations
5 translations compared side by side
Odia - 1840
"ତେଣୁ ସହେିଦିନ, ସଦାପ୍ରଭୁ ଇଶ୍ରାୟେଲୀୟମାନଙ୍କୁ ମିଶରୀଯମାନଙ୍କଠାରୁ ରକ୍ଷା କଲେ। ଏବଂ ସେଥିପାଇଁ ଇଶ୍ରାୟେଲର ଲୋକମାନେ ମିଶରୀଯମାନଙ୍କର ମୃତ ଦହକେୁ ସୂଫ ସମୁଦ୍ର କୂଳ ରେ ଥିବାର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସ୍ରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ଦିନ, ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କଲେ। ଏବଂ ସେଥିପାଇଁ ଇସ୍ରାଏଲର ଲୋକମାନେ ମିଶରୀୟମାନଙ୍କର ମୃତ ଦେହକୁ ସୂଫସାଗର କୂଳରେ ଥିବାର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସ୍ରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।